ସୁବର୍ଣ୍ଣପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୩୦୦ କୋଟିର ପ୍ରକଳ୍ପ ଭେଟି

ଭୁବନେଶ୍ୱର/ସୋନପୁର – ସୁବର୍ଣ୍ଣପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭର୍ଚୁଆଲ ମୋଡରେ ସେ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନ ଆରମ୍ଭ କରିଛନ୍ତି । ଏହାଦ୍ୱାରା ଜିଲ୍ଲାର ୧ ଲକ୍ଷ ୫୩ ହଜାର ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ସମ୍ବୋଧନ କରି କହିଛନ୍ତି । ଜିଲ୍ଲାବାସୀଙ୍କୁ ୩ ଶହ କୋଟିର ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.