ଜୟନ୍ତୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅବଦାନ ଓ ନିଃସ୍ୱାର୍ଥପର ଜନସେବା ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.