ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେଲେ ଗୋପାଳପୁର ବିଧାୟକଙ୍କ ଝିଅ

ଭୁବନେଶ୍ୱର- ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ-ଇଡିରେ ହାଜର ହୋଇଛନ୍ତି । ବେଆଇନ ଅର୍ଥ କାରବାର ନେଇ ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜେରା କରିବ । ପୂର୍ବତନ ଆଇଏଫଏସ ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ସହ ଲିଙ୍କ୍ ନେଇ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କୁ ପଚରାଉଚରା ହେବ । ଗତକାଲି ଅଭୟ ପାଠକଙ୍କୁ ଏହି ମାମଲାରେ ଜେରା କରିଥିଲା ଇଡି ।

Comments are closed.