ଭାରତୀୟ ନୌସନା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ହେଉଛି ଭାରତୀୟ ନୌସେନା ଦିବସ । ଏହି ଅବସରରେ ଭାରତୀୟ ନୌସେନାର ସାହସୀ ଯବାନ ଓ ସେମାନଙ୍କ ପରିବାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦେଶର ସାମୁଦ୍ରିକ ସୀମାର ସୁରକ୍ଷା ପାଇଁ ନୌସେନା ଯବାନଙ୍କ ଅଦମ୍ୟ ସାହସ, ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବକୁ ସଲାମ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.