ପଦ୍ମଭୂଷଣ ରାଧାନାଥ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ ପଦ୍ମ ଭୂଷଣ ରାଧାନାଥ ରଥଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଧାନାଥ ରଥଙ୍କ କାଳଜୟୀ ସୃଷ୍ଟିରେ ଓଡିଆ ସାହିତ୍ୟ ରୁଦ୍ଧିମନ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ସାମ୍ବାଦିକତା, ରାଜନୀତି ତଥା ସମାଜସେବା କ୍ଷେତ୍ରରେ ନିଜର ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.