ଜୟନ୍ତୀରେ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆଜି ହେଉଛି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା, ବିଶିଷ୍ଟ ସାହିତ୍ୟିକ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ଓଡିଆ ଭାଷାର ପ୍ରସାର ସହ ସମ୍ବାଦପତ୍ର ସଂପାଦନା, ଭାଷା ଆନ୍ଦୋଳନ ଏବଂ ସୁସ୍ଥ ସମାଜ ଗଠନ କ୍ଷେତ୍ରରେ ତାଙ୍କ ଉତ୍ସର୍ଗୀକୃତ ଉଦ୍ୟମ ସର୍ବଦା ପ୍ରେରଣାଦାୟୀ ।

Comments are closed.