ବିଏସକେୱାଇ ସ୍ମାର୍ଟ କାର୍ଡ ସେବାରେ ସାମିଲ ହେବେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲା, ମୁଖ୍ୟମନ୍ତ୍ରୀ କରିବେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ

ଭୁବନେଶ୍ୱର- ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡି ହେବେ ଆଉ ଦୁଇ ଜିଲ୍ଲା । କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଛଡା ଦୁଇ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

Comments are closed.