ବିଜୟ ଦିବସର ସ୍ୱର୍ଣ୍ଣ ଜୟନ୍ତୀ ଅବସରରେ ବୀର ସୈନ୍ୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର-୧୯୭୧ ମସିହା ଯୁଦ୍ଧରେ ପାକିସ୍ତାନ ବିରୋଧରେ ଭାରତର ବିଜୟର ଆଜି ହେଉଛି ୫୦ତମ ଜୟନ୍ତୀ । ବିଜୟ ଦିବସର ସ୍ୱର୍ଣ୍ଣ ଜୟନ୍ତୀ ଉପଲକ୍ଷେ ୧୯୭୧ ଯୁଦ୍ଧରେ ଅଦମ୍ୟ ସାହସର ସହ ଲଢିଥିବା ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କର ବୀରତା ଓ ସାହସିକତାକୁ ସଲାମ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.