ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା

ଭୁବନେଶ୍ୱର – ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିବେ । ଗୁରୁତର ରୋଗୀଙ୍କ ଏୟାରଲିଫଟିଂ ପାଇଁ ଏହି ସେବା ପ୍ରଜୁଯ୍ୟ ।

Comments are closed.