ଚିତ୍ତରଂଜନ ପଲାଇ ମୃତ୍ୟୁ ମାମଲାରେ ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ପୁରୀ – ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଂଜନ ପଲାଇଙ୍କ ମୃତ୍ୟୁ ମାମଲାରେ ଆସିଛି ଶବ ବ୍ୟବଚ୍ଛେଦ ରିପୋର୍ଟ । ଦୁର୍ଘଟଣା ପରେ ପାଣିରେ ବୁଡି ଚିତ୍ତରଂଜନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଭିସେରା ରିପୋର୍ଟ ଓ କ୍ରାଇମବ୍ରାଂଚ ତଦନ୍ତ ରିପୋର୍ଟ ଆସିଲେ, ମୃତ୍ୟୁ କିଭଳି ହୋଇଛି, ତାହା ସ୍ପଷ୍ଟ ହେବ ବୋଲି ସିଡିଏମଓ କହିଛନ୍ତି । ଏହି ମାମଲାର ତଦନ୍ତ କ୍ରାଇମବ୍ରାଂଚ କରୁଛି ।

Comments are closed.