ସମ୍ବଲପୁର ଶରଧାପାଲିରେ ଗୁଟଖା କାରଖାନାରେ ଅଗ୍ନିକାଣ୍ଡ, ୩୦ ଆହତ

ସମ୍ବଲପୁର- ସମ୍ବଲପୁର ଶରଧାପାଲିରେ ଥିବା ଏକ ଗୁଟଖା କାରଖାନାରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୩୦ ଜଣ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି । ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ ଆହତଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ ।

Comments are closed.