ବିଜେଡିରେ ଯୋଗ ଦେଲେ ସୋନପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ପୂୂର୍ବତନ ସଭାପତି

ଭୁବନେଶ୍ୱର- ବିଜେଡିରେ ସାମିଲ ହୋଇଛନ୍ତି ସୋନପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ପୂର୍ବତନ ସଭାପତି କରମଚାନ୍ଦ ମହାନ୍ତି । ବିଜେଡି ଯୁବ ଜନତା ଦଳ ମୁଖ୍ୟାଳୟରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି କରମଚାନ୍ଦ ମହାନ୍ତି । କରମଚାନ୍ଦଙ୍କ ଉପସ୍ଥିତି ସୋନପୁର ବିଜେଡିକୁ ଆହୁରି ଶକ୍ତିଶାଳୀ କରିବ ବୋଲି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ।

Comments are closed.