ବିଜେଡିର ପ୍ରତିଷ୍ଠା ଦିବସରେ କର୍ମୀଙ୍କୁ ସୁପ୍ରିମୋ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ୨୫ତମ ପ୍ରତିଷ୍ଠା ଦିବସ ଅବସରରେ ବିଜେଡି କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । କର୍ମୀଙ୍କ ନିରନ୍ତର ଭଲପାଇବା ଓ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ବିଜେଡି ଆଜି କୋଟି କୋଟି ଓଡିଆଙ୍କ ବଳ ସାଜିଛି ବୋଲି ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.