ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନବବର୍ଷ ୨୦୨୨ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ନୂଆବର୍ଷ ବାର୍ତ୍ତାରେ କହିଛନ୍ତି ।

Comments are closed.