ନୂଆବର୍ଷରେ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରି ଶ୍ରୀଜଗନ୍ନାଥଙ୍କୁ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ | News Room Odisha

ନୂଆବର୍ଷରେ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରି ଶ୍ରୀଜଗନ୍ନାଥଙ୍କୁ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନୂଆବର୍ଷରେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ କଟକଣା ଯୋଗୁଁ ସର୍ବସାଧାରଣଙ୍କ ପାଇଁ ନୂଆବର୍ଷରେ ଶ୍ରୀମନ୍ଦିର ବନ୍ଦ ରହିଛି । ତେଣୁ ଘରେ ରହି ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।