ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ପ୍ରଗତି ସହ ଓଡିଆ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ପ୍ରତି ତାଙ୍କ ବହୁମୂଲ୍ୟ ଅବଦାନ ସ୍ମରଣୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.