ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ ଜେନାଙ୍କ ପରଲୋକ

ପାରଳାଖେମୁଣ୍ଡି- ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ ଜେନାଙ୍କ ଦେହାନ୍ତ ହୋଇଯାଇଛି । ୯୦ ବର୍ଷ ବୟସରେ ଗୁରାଣ୍ଡିସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି । ସ୍ୱାଧୀନ ପ୍ରାର୍ଥୀ ଭାବେ ବିଜୟ ଜେନା ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଜୟ ଜେନାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

Comments are closed.