ପୂର୍ବତନ ପାରଳା ବିଧାୟକ ବିଜୟ ଜେନାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପାରଳାଖେମୁଣ୍ଡିରୁ ଦୁଇ ଥର ସ୍ୱାଧୀନ ବିଧାୟକ ଥିବା ବିଜୟ ଜେନାଙ୍କ ଆଜି ଗୁରାଣ୍ଡିରେ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଥିଲା ।

Comments are closed.