ଜୟନ୍ତୀରେ ବ୍ୟାସକବିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର-ଓଡିଆ ସାହିତ୍ୟର ଅନ୍ୟତମ ଉଜ୍ଜ୍ୱଳ ନକ୍ଷତ୍ର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଆଜି ଜୟନ୍ତୀ । ଏହି ଅବସରରେ ବ୍ୟାସକବିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ ସହ ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ବହୁମୂଲ୍ୟ ଅବଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.