ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଅନ୍ୟତମ ବ୍ୟକ୍ତିତ୍ୱ ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଆଜି ଜନ୍ମତିଥି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଓଡିଆ ଭାଷା, ସାହିତ୍ୟର ପ୍ରସାର ସହ ଶିକ୍ଷା ଏବଂ ସମାଜ ସଂସ୍କାର କ୍ଷେତ୍ରରେ ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଅତୁଳନୀୟ ଅବଦାନ ରହିଛି । ସେ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.