ପବିତ୍ର ମକର ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖ ଓ ସମୃଦ୍ଧ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.