୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ଚିଠା ବିଜ୍ଞପ୍ତି ଜାରି

ଭୁବନେଶ୍ୱର- ରାଜ୍ୟରେ ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପଦ ଲାଗି ସଂରକ୍ଷଣ ଚିଠା ପ୍ରକାଶ ପାଇଛି । ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି । ଆପତ୍ତି ଅଭିଯୋଗ ଥିଲେ ୧୫ ଦିନ ମଧ୍ୟରେ ଜଣାଇବାକୁ ସମୟ ଦିଆଯାଇଛି । ପୌର ପ୍ରଶାସନ ନିର୍ଦ୍ଦେଶକଙ୍କ ନିକଟରେ ଆପତ୍ତି ଅଭିଯୋଗ କରିହେବ ।

Comments are closed.