୬ ବରିଷ୍ଠ ଆଇଏଏସ ଅଫିସରଙ୍କୁ ପଦୋନ୍ନତି 

ଭୁବନେଶ୍ୱର- ରାଜ୍ୟ ସରକାର ୬ ଜଣ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି । ୧୯୯୧ ବ୍ୟାଚର ଆଇଏଏସ ଅଧିକାରୀ ଅନୁ ଗର୍ଗ, ମଧୁସୂଦନ ପାଢୀ, ସତ୍ୟବ୍ରତ ସାହୁ ଓ ବିଜୟ ଆରୋରାଙ୍କ ପଦୋନ୍ନତି ହୋଇଛି । ଏହି ଚାରି ଜଣଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ଭାବେ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର ।

୧୯୯୦ ବ୍ୟାଚର ଆଇଏଏସ ଅଧିକାରୀ ଜି. ଶ୍ରୀନିବାସ ଓ ଆରତୀ ଆହୁଜାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ।

Comments are closed.