ଆଜିଠାରୁ ତିନି ଦିନ ରାଜ୍ୟରେ ଘନ କୁହୁଡି

ଭୁବନେଶ୍ୱର- ଆଜିଠାରୁ ତିନି ଦିନ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘନ କୁହୁଡି ଦେଖାଯିବ । ଆଜି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, , କନ୍ଧମାଳ, ବଲାଙ୍ଗିର , ବୌଦ୍ଧ ଓ ସୋନପୁର ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ଅଛି ବେଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.