ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣଙ୍କୁ ଗୀତା ପଚାରୁଛନ୍ତି : –
ଯଦା ଯଦା ହି ଧର୍ମସ୍ୟ ଗ୍ଲାନିର୍ଭବତି ଭାରତ।
ଭ୍ୟୁସ୍ଥାନ ମଧର୍ମମସ୍ୟ ତଦାତ୍ମାନଂ ସୃଜାମ୍ୟହମ।।
ହେ ଅର୍ଜ୍ଜୁନ ! ଯେଉଁ ଯେଉଁ ସମୟରେ ଧର୍ମର ଅବକ୍ଷୟ ହୁଏ ଏବଂ ଅଧର୍ମର ବୃଦ୍ଧି ହୁଏ, ସେହି ସେହି ସମୟରେ ମୁଁ ନିଜର ରୂପ ସୃଷ୍ଟି କରିଥାଏ, ଅର୍ଥାତ ସାକାର ରୂପରେ ଲୋକମାନଙ୍କ ସମ୍ମୁଖରେ ପ୍ରକଟ ହୁଏ।
( ଗୀତା ୪ର୍ଥ ଅ। ୭ମ ଶ୍ଲୋକ )