ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ତଥା ସାଧାରଣ ଜନତାଙ୍କ ସ୍ୱାର୍ଥ ରକ୍ଷା ସହ ଦେଶର ସ୍ୱାଧୀନତା ପାଇଁ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ଚାଙ୍କର ପରାକ୍ରମ ଏବଂ ବଳିଦାନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି ।

Comments are closed.