ବଜେଟ୍ ୨୦୨୨ : କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଆୟକର ଛାଡ ସୀମା ଅପରିବର୍ତ୍ତିତ

ନୂଆଦିଲ୍ଲୀ – କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିଥିବା ୨୦୨୨-୨୩ ବର୍ଷ ପାଇଁ ସାଧାରଣ ବଜେଟରେ ଆୟକର ସ୍ଲାବରେ କୌଣସି ପରିବର୍ତ୍ତନ କରିନାହାନ୍ତି । କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଆୟକର ଛାଡ ସୀମା ଅପରିବର୍ତ୍ତିତ ରହିଛି । ବାର୍ଷିକ ଅଢେଇ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ଟିକସ ଲାଗିବ ନାହିଁ । ବଜେଟରେ କର୍ମଚାରୀଙ୍କ ପେନସନରେ ଟିକସ ଛାଡ ଘୋଷଣା କରାଯାଇଛି । ଆୟକର ରିଟର୍ଣ୍ଣରେ ଥିବା ଭୁଲ ସୁଧାରିବାକୁ ସୁଯୋଗ ମିଳିବ । ଦୁଇ ବର୍ଷ ମଧ୍ୟରେ ଭୁଲ ସୁଧାର ହୋଇପାରିବ

Comments are closed.