ସାନଖେମୁଣ୍ଡି ରାଜା ତଥା ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ପରଲୋକ

ଭୁବନେଶ୍ୱର- ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱରରେ ଏକ ଘରୋଇ ହସପିଟାଲରେ ସେ ଆଖି ବୁଜିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ମୋହନା ନିର୍ବାଚନ ମଣ୍ଡଳୀରୁ ଉଦୟ ନାରାୟଣ ଦେବ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Comments are closed.