ଲତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର- ଲତା ମଙ୍ଗେସକରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତର ମେଲୋଡି କୁଇନଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି । ଲତାଙ୍କ ସ୍ଥାନ ଅପୂରଣୀୟ । ନିଜର ମଧର ସଂଗୀତ ଯୋଗୁଁ ସେ ଚିରକାଳ ଅମର ରହିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.