ଆସନ୍ତୁ ଜାଣିବା ଆଙ୍ଗୁଠି ଫୁଟାଇବା ଭଲ ନା ଖରାପ  | News Room Odisha

ଆସନ୍ତୁ ଜାଣିବା ଆଙ୍ଗୁଠି ଫୁଟାଇବା ଭଲ ନା ଖରାପ 

ପ୍ରତିଦିନ ଫୁଟାଇବା ଅନେକ ଲୋକଙ୍କର ଅଭ୍ୟାସ । ଆଉ ଯଦି ଏପରି ଅଭ୍ୟାସ ଦୀର୍ଘ ବର୍ଷ ଧରି ଲାଗି ରୁହେ ତେବେ ଭବିଷ୍ୟତରେ ଆର୍ଥ୍ରାରାଇଟ୍ସ ପରି ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି କାନାଡା ୟୁନିଭର୍ସିଟିର ବିଶେଷଜ୍ଞ ।

ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି ଯେ, ଯଦି ଜଣେ ବ୍ୟକ୍ତି ଅଧିକ ସମୟ ଆଙ୍ଗୁଠି ଫୁଟାଏ ତେବେ ସେ ଆର୍ଥ୍ରାରାଇଟ୍ସ ପରି ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ଆଶଙ୍କା ରହିଛି ।