ଆସନ୍ତା ୨୦ରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି

ପୁରୀ- ଚଳିତମାସ ୨୦ ତାରିଖରେ ପୁରୀ ଗସ୍ତରେ ଆସିପାରନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏକ ଧାର୍ମିକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ । ଗସ୍ତ ସମୟରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରନ୍ତି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଗସ୍ତ ନେଇ ବିସ୍ତୃତ ସୂଚନା କିଛି ଦିଆଯାଇନାହିଁ ।

Comments are closed.