ଆଜିଠାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର- ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି । ପଶ୍ଚିମା ବାୟୁ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆଜିଠାରୁ ଦୁଇ ଦିନ ଧରି ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟରେ ପାରଦ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ସହ ଶୀତ କମିବ । ତେବେ, ୧୧ ତାରିଖରୁ ପାରଦ ଖସିବା ସମ୍ଭାବନା ରହିଛି ।

Comments are closed.