ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ବିଧାୟିକା ପ୍ରମିଳା ମଲ୍ଲିକଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର- ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ବିଝାଂରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ପଂଚାୟତ ନିର୍ବାଚନ ପ୍ରଚାର କରିପାରିବେ ନାହିଁ ପ୍ରମିଳା ମଲ୍ଲିକ । ତାଙ୍କ ଉପରେ କଟକଣା ଜାରି କରାଯାଇଛି । ଆସନ୍ତାକାଲି ଦିନ ୧୦ଟାରୁ ୪୮ ଘଂଟା ପାଇଁ ପ୍ରମିଳା ମଲ୍ଲିକଙ୍କ ଉପରେ ପ୍ରଚାର କଟକଣା ଲଗାଇଛନ୍ତି କମିଶନ ।

Comments are closed.