ଭିଜିଲାନ୍ସ ଜାଲରେ ପୋଲିସ ଅଧିକାରୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ବସିଲେ ଜଣେ ପୋଲିସ ଅଧିକାରୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ପୋଲିସ କମ୍ୟୁନିକେସନ ବିଭାଗର ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । କଟକ, ଭୁବନେଶ୍ୱର, ଯାଜପୁର ଓ କୋରାପୁଟରେ ଚଢ଼ାଉ କରିଛି ଭିଜିଲାନ୍ସ । ଏ ନେଇ ଅଧିକ ସୂଚନା କୁ ଅପେକ୍ଷା କରାଯାଇଛି ।

Comments are closed.