କିଛି ସମୟପରେ ଏକାମ୍ର ଯୋଜନାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର –  କିଛି ସମୟ ପରେ ଲିଙ୍ଗରାଜ ମନ୍ଦିର ଯାଇ ଏକାମ୍ର ଯୋଜନାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଲିଙ୍ଗରାଜ ମନ୍ଦିର ଓ ଆଖପାଖ ଅଞ୍ଚଳରେ ବିକାଶ କାର୍ଯ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.