ପୁରୀ ମହାରାଜଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଗଜପତି କୋଭିଡ ସଂକ୍ରମିତ ଅଛନ୍ତି । ସେ ୭ ଦିନ ଗୃହ ସଂଗରୋଧରେ ଅଛନ୍ତି । ଏ‌ହି କାରଣରୁ ସେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ବେଳେ କୋୖଣସି କାର୍ଯ୍ୟକ୍ରମରେ ଭାଗ ନେଇ ପାରିବେ ନାହିଁ ।

Comments are closed.