ବିଞ୍ଝାରପୁରରେ ହିଂସା ଓ ସାମ୍ବାଦିକଙ୍କ ଉପରେ ଆକ୍ରମଣକୁ ବିଜେଡି ସାଂଗଠନିକ ସଂପାଦକଙ୍କ ନିନ୍ଦା

ଭୁବନେଶ୍ୱର- ଯାଜପୁରର ଜିଲ୍ଲା ବିଞ୍ଝାରପୁରରେ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସା ଓ ସାମ୍ବାଦିକଙ୍କ ଉପରେ ଆକ୍ରମଣକୁ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ନିନ୍ଦା କରିଛନ୍ତି । ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ ବୋଲି ସେ କହିଛନ୍ତିି । ପୋଲିସ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବ ବୋଲି ପ୍ରଣବ କହିଛନ୍ତି ।

Comments are closed.