ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ସାରସ୍ଵତ ସାଧକ ତଥା ସ୍ୱାଧୀନତା ସଂଗ୍ରାମୀ ଆଚାର୍ଯ୍ୟ ହରିହର ଦାସଙ୍କ ଆଜି ହେଉଛି ଜୟନ୍ତୀରେ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଚାର୍ଯ୍ୟ ହରିହର ନିଜ ସୃଜନ ସୃଷ୍ଟି ମାଧ୍ୟମରେ ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିବା ସହ ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କ ବହୁମୂଲ୍ୟ ଅବଦାନ ସର୍ବଦା ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।