ଅନୁଗୁଳ ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର – ଅନୁଗୁଳର ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଅଶୋକ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏ ନେଇ ସୂଚନା ଦେଇଛନ୍ତି ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ।

Comments are closed.