ଗୀତା ମାହାତ୍ମ୍ୟ: ଯୋଗଯୁକ୍ତ ବିଶୁଦ୍ଧତ୍ମା ବିଜିତାତ୍ମା ଜିତେନ୍ଦ୍ରିୟଃ। ସର୍ଵଭୁତାତ୍ମଭୁତାତ୍ମା କୁର୍ବନ୍ନପି ନ ଲିପ୍ୟତେ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ପଞ୍ଚମଅଧ୍ୟାୟ ରେ କର୍ମସନ୍ୟାସ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ହେ ଅର୍ଜ୍ଜୁନ ! ଯାହାଙ୍କର ମନ ନିଜ ବଶରେ ଥାଏ, ଯେ ଜିତେନ୍ଦ୍ରିୟ ଓ ଯାହାଙ୍କ ଅନ୍ତଃକରଣ ବିଶୁଦ୍ଧ ଏବଂ ସକଳ ପ୍ରାଣୀଙ୍କର ଆତ୍ମରୁପ ପରମାତ୍ମା ହିଁ ଯାହାଙ୍କର ଆତ୍ମା, ସେହି କର୍ମଯୋଗୀ କର୍ମ କରୁଥିଲେ ମଧ୍ୟ କର୍ମରେ ଲିପ୍ତ ହୁଅନ୍ତି ନାହିଁ।।

( ଗୀତା ୫ମ ଅ। ୭ମ ଶ୍ଲୋକ )

Comments are closed.