ଓଡ଼ିଶା ବିଧାନସଭାର ୟୁଟ୍ୟୁବ ଚ୍ୟାନେଲ ଆରମ୍ଭ

ଭୁବନେଶ୍ୱର – ଓଡିଶା ବିଧାନସଭାର ୟୁଟ୍ୟୁବ ଚ୍ୟାନେଲ ଆରମ୍ଭ ହୋଇଛି । ଗତକାଲିଠାରୁ ଆରମ୍ଭ ହୋଇଛି ୟୁଟ୍ୟୁବ ଚ୍ୟାନେଲ । ବିଧାନସଭା ୟୁଟ୍ୟୁବ ଚ୍ୟାନେଲ ପରେ ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା ବି ଆରମ୍ଭ ହେବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି ।

Comments are closed.