ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ

ଭବାନୀପାଟଣା- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । କଳାହାଣ୍ଡି ଜିଲ୍ଲା ବିଶ୍ବନାଥପୁର ସ୍ଥିତ ହୀରାନୀଳା କଲେଜ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ‌। ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାର ୫ଟି ସ୍ଥାନରେ ଏକକାଳୀନ ରେଡ୍ କରିଛି ଭିଜିଲାନ୍ସ । ଏଥିରେ ୬ DSP, ୪ ଇନ୍‌ସ୍ପେକ୍ଟର ସାମିଲ ହୋଇଛନ୍ତି ।

Comments are closed.