ଆସନ୍ତା ୨୫ରୁ ବିଧାନସଭାର ବଜେଟ ଅଧିବେଶନ | News Room Odisha

ଆସନ୍ତା ୨୫ରୁ ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ୱର- ଚଳିତ ମାସ ୨୫ ତାରିଖରେ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ । ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଷୋଡ଼ଶ ବିଧାନସଭାର ନବମ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣ ସହ ଆରମ୍ଭ ହେବ । ମାର୍ଚ୍ଚ ୨୬ ଓ ୨୮ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ ‌। ମାର୍ଚ୍ଚ ୩୦ ତାରିଖରେ ୨୦୨୨-୨୩ ପାଇଁ ରାଜ୍ୟ ବଜେଟ ଆଗତ ହେବ ।