ପୌର ନିର୍ବାଚନ ପାଇଁ ତିନି ଦିନ ପରୀକ୍ଷା ବନ୍ଦ

ଭୁବନେଶ୍ୱର – ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୨ରୁ ୨୪ ପର୍ଯ୍ୟନ୍ତ +୩ ଓ ବିଶ୍ଵବିଦ୍ୟାଳୟ ପରୀକ୍ଷା ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏ ବାବଦରେ ସମସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖି ଉଚ୍ଚଶିକ୍ଷା ବିଭାଗ ଅବଗତ କରିଛି ।କଲେଜଗୁଡିକରେ ବୁଥ୍ ହେଉଥିବାରୁ ପରୀକ୍ଷା ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

Comments are closed.