ଭିଜିଲାନ୍ସ ଜାଲରେ ଟିପିଡବ୍ଲୁଓଡିଏଲର ଜେନେରାଲ ମ୍ୟାନେଜର

ସମ୍ବଲପୁର- ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ । ଭିଜିଲାନ୍ସ ଜାଲରେ ଧରାପଡିଲେ ଟାଟା ପାୱାର ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡର ଜେନେରାଲ ମ୍ୟାନେଜର ସନ୍ତୋଷ କୁମାର ଦର୍ଜୀ। ଆଜି ସମ୍ବଲପୁର ଜିଲ୍ଲାରେ ଥିବା ତାଙ୍କର ବୁର୍ଲା କର୍ପୋରେଟ୍ ଅଫିସ୍, ବାସଭବନ ସମେତ କେତେକ ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ।

ଏଯାବତ୍ ସନ୍ତୋଷଙ୍କ ଘରୁ ନଗଦ ୬ ଲକ୍ଷ ୨୮ ହଜାର ଟଙ୍କା ଜବତ ହୋଇଛି ।

Comments are closed.