ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ | News Room Odisha

ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ

କୋରାପୁଟ- କୋରାପୁଟ ନନ୍ଦପୁର ନିକଟ ଭେଜା ଷ୍ଟେସନ ନିକଟରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଛଅଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ରହିଛି । ଏଥିଯୋଗୁ ବିଶାଖାପାଟଣା କିରନ୍ଦୁଲ ପାସେଞ୍ଜର ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଘଟଣାସ୍ଥଳରେ ରିଲିଫ୍ ଟ୍ରେନ୍ ପହଞ୍ଚି ମରାମତି କାର୍ଯ୍ୟ ଆରମ୍ଭ କରିଛି ।