ଭିଜିଲାନ୍ସ ଜାଲରେ କୃଷି ଅଧିକାରୀ

ମାଲକାନଗିରି – ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ . ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ।

Comments are closed.