ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର- ବିଷୁବରେଖା ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏ ନେଇ ଭୁବନେଶ୍ବରର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୃଚନା ଦିଆଯାଇଛି । ତେବେ ଏହାର ଗତି ପଥ ଓ ପ୍ରଭାବ କଣ ରହିବ, ସେ ନେଇ ବର୍ତ୍ତମାନ କିଛି ସୂଚନା ନାହିଁ ।

Comments are closed.