ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍ ଡିଭିଜନର ନିର୍ବାହୀ ଯନ୍ତ୍ରୀ

କଟକ-ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡ୍ରେନେଜ ଡିଭିଜନର ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । କଟକ ଓ ଭୁବନେଶ୍ୱରରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।

Comments are closed.