ରାଜ୍ୟରେ ଆଉ ୧୦୫ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୫ ଜଣ କରୋନା ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୬୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

1. Balasore: 6
2. Bargarh: 2
3. Balangir: 4
4. Boudh: 2
5. Cuttack: 1
6. Deogarh: 1
7. Dhenkanal: 1
8. Gajapati: 6
9. Ganjam: 32
10. Jagatsinghpur: 3
11. Jajpur: 5
12. Jharsuguda: 1
13. Kandhamal: 2
14. Kendrapada: 2
15. Khurda: 5
16. Koraput: 4
17. Mayurbhanj: 6
18. Sambalpur: 4
19. Sundargarh: 17
20. State Pool: 1

Comments are closed.